ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20 : 3 (IRVOR)
ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରି ପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ ।

1 2 3 4 5 6 7 8 9 10 11 12 13 14 15