ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22 : 1 (IRVOR)
ଜୀବନଦାୟକ ଜଳର ନଦୀ ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21