ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8 : 10 (IRVOR)
ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା;

1 2 3 4 5 6 7 8 9 10 11 12 13