ରୂତର ବିବରଣ 1 : 1 (IRVOR)
ମୋୟାବରେ ଏଲିମେଲକର ପରିବାର ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22