ରୂତର ବିବରଣ 2 : 23 (IRVOR)
ଏଣୁ ଯବ ଓ ଗହମ ଶସ୍ୟକାଟିବା ସମାପ୍ତି ପର୍ଯ୍ୟନ୍ତ ସେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ନିଜ ଶାଶୁ ସହିତ ବାସ କଲା।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23