ରୂତର ବିବରଣ 3 : 8 (IRVOR)
ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ ?”

1 2 3 4 5 6 7 8 9 10 11 12 13 14 15 16 17 18