ପରମଗୀତ 3 : 4 (IRVOR)
ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋ’ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।

1 2 3 4 5 6 7 8 9 10 11