ଯିଖରିୟ 10 : 1 (IRVOR)
ଯିହୁଦା ଓ ଇସ୍ରାଏଲର ପୁନଃରୁଦ୍ଧାର ତୁମ୍ଭେମାନେ ଶେଷ ବୃଷ୍ଟି ସମୟରେ ସଦାପ୍ରଭୁଙ୍କ ନିକଟରେ, ଅର୍ଥାତ୍‍, ଯେ ବିଜୁଳିର ସୃଷ୍ଟି କରନ୍ତି, ସେହି ସଦାପ୍ରଭୁଙ୍କ ନିକଟରେ ବୃଷ୍ଟି ମାଗ ତହିଁରେ ସେ ପ୍ରଚୁର ବୃଷ୍ଟି ଦେଇ ପ୍ରତ୍ୟେକ ଜଣଙ୍କ କ୍ଷେତ୍ରରେ ତୃଣ ଦେବେ।

1 2 3 4 5 6 7 8 9 10 11 12