ପ୍ରଥମ ବଂଶାବଳୀ 10 : 1 (ORV)
ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ ।

1 2 3 4 5 6 7 8 9 10 11 12 13 14