ପ୍ରଥମ ବଂଶାବଳୀ 14 : 1 (ORV)
ଅନନ୍ତର ସୋରର ରାଜା ହୀରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ତାଙ୍କ ପାଇଁ ଗୃହ ନିର୍ମାଣ କରିବାକୁ ଏରସ କାଷ୍ଠ ଓ ରାଜମିସ୍ତ୍ରୀ ଓ ବଢ଼େଇମାନଙ୍କୁ ପଠାଇଲା ।

1 2 3 4 5 6 7 8 9 10 11 12 13 14 15 16 17