ପ୍ରଥମ ବଂଶାବଳୀ 28 : 1 (ORV)
ଅନନ୍ତର ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କି, ବଂଶାଧି-ପତିଗଣଙ୍କୁ ଓ ପାଳି କ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ର-ମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21