ପ୍ରଥମ ବଂଶାବଳୀ 29 : 20 (ORV)
ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ଧନ୍ୟବାଦ କର । ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30