ପ୍ରଥମ ବଂଶାବଳୀ 29 : 3 (ORV)
ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ତାର ଅଛି, ଆଉ ମୁଁ ମୋʼ ପରମେଶ୍ଵରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରି ଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ଵରଙ୍କ ଗୃହ ନିମନ୍ତେ ଦେଉଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30