ପ୍ରଥମ ବଂଶାବଳୀ 29 : 1 (ORV)
ଅନନ୍ତର ଦାଉଦ ରାଜା ସମଗ୍ର ସମାଜକୁ କହିଲେ, ପରମେଶ୍ଵର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେଣଏବେ ହେଁ ଅଳ୍ପବୟସ୍କ ଓ କୋମଳ, ପୁଣି କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ଵରଙ୍କ ପାଇଁ ଅଟେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30