କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 16 : 1 (ORV)
ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ଵନ୍ଧରେ ଯେପରି ମୁଁ ଗାଲାତିଆର ମଣ୍ତଳୀ- ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24