କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2 : 1 (ORV)
ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଈଶ୍ଵରଙ୍କ ନିଗୂଢ଼ ତତ୍ତ୍ଵ ବକ୍ତୃତା କିମ୍ଵା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ ।

1 2 3 4 5 6 7 8 9 10 11 12 13 14 15 16