କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4 : 6 (ORV)
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ‘ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁʼ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21