କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 8 : 1 (ORV)
ଦେବପ୍ରସାଦ ସମ୍ଵନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ । ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ ।

1 2 3 4 5 6 7 8 9 10 11 12 13