ଯୋହନଙ୍କ ପ୍ରଥମ ପତ୍ର 2 : 5 (ORV)
କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ଵରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି । ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29