ପ୍ରଥମ ରାଜାବଳୀ 12 : 7 (ORV)
ତେବେ ସେମାନେ ତାଙ୍କୁ କହିଲେ, ତୁମ୍ଭେ ଯେବେ ଆଜି ଏହି ଲୋକମାନଙ୍କର ସେବକ ହେବ ଓ ସେମାନଙ୍କର ସେବା କରି ସେମାନଙ୍କୁ ଉତ୍ତର ଦେବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33