ପ୍ରଥମ ରାଜାବଳୀ 13 : 17 (ORV)
କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ମୋତେ କୁହାଯାଇଅଛି, ତୁମ୍ଭେ ସେସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେ ପଥରେ ଫେରି ଆସିବ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34