ପ୍ରଥମ ରାଜାବଳୀ 13 : 26 (ORV)
ଏଥିରେ ଯେଉଁ ଭବିଷ୍ୟଦ୍ବକ୍ତା ତାହାକୁ ପଥରୁ ଫେରାଇ ଆଣିଥିଲା, ସେ ସେହି କଥା ଶୁଣି କହିଲା, ଯେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଥିଲା, ଏ ପରମେଶ୍ଵରଙ୍କ ସେହି ଲୋକ; ଏହେତୁ ତାହା ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତାହାକୁ ସିଂହ ହସ୍ତରେ ସମର୍ପଣ କରନ୍ତେ, ସେ ତାହାକୁ ବିଦୀର୍ଣ୍ଣ କରି ବଧ କରିଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34