ପ୍ରଥମ ରାଜାବଳୀ 13 : 32 (ORV)
କାରଣ ସେ ବୈଥେଲସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଉଚ୍ଚୈଃସ୍ଵରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34