ପ୍ରଥମ ରାଜାବଳୀ 17 : 1 (ORV)
ଅନନ୍ତର ଗିଲୀୟଦର ପ୍ରବାସୀ ତିସ୍ବୀୟ ଏଲୀୟ ଆହାବଙ୍କୁ କହିଲେ, ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24