ପ୍ରଥମ ରାଜାବଳୀ 20 : 29 (ORV)
ପୁଣି ସେମାନେ ସାତ ଦିନ ସମ୍ମୁଖାସମ୍ମୁଖୀ ହୋଇ ଛାଉଣି ସ୍ଥାପନ କରି ରହିଲେ । ତହୁଁ ସପ୍ତମ ଦିନରେ ଯୁଦ୍ଧ ସଂଘଟନ ହେଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ଏକ ଦିନରେ ଅରାମୀୟମାନଙ୍କର ଏକ ଲକ୍ଷ ପଦାତିକ ସୈନ୍ୟ ବଧ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43