ପ୍ରଥମ ରାଜାବଳୀ 22 : 6 (ORV)
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରିଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, ମୁଁ ରାମୋତ୍-ଗିଲୀୟଦ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷା; ହେବି? ତହୁଁ ସେମାନେ କହିଲେ, ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53