ପ୍ରଥମ ରାଜାବଳୀ 8 : 25 (ORV)
ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64 65 66