ପ୍ରଥମ ଶାମୁୟେଲ 1 : 8 (ORV)
ଏଥିରେ ତାହାର ସ୍ଵାମୀ ଇଲ୍‍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28