ପ୍ରଥମ ଶାମୁୟେଲ 11 : 15 (ORV)
ତହିଁରେ ସମସ୍ତ ଲୋକ ଗିଲ୍ଗଲ୍‍କୁ ଗଲେ ଓ ସେହି ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ ।

1 2 3 4 5 6 7 8 9 10 11 12 13 14 15