ପ୍ରଥମ ଶାମୁୟେଲ 11 : 1 (ORV)
ଅନନ୍ତର ଅମ୍ମୋନୀୟ ନାହଶ୍ ଆସି ଯାବେଶ-ଗିଲୀୟଦସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା⇧ ।

1 2 3 4 5 6 7 8 9 10 11 12 13 14 15