ପ୍ରଥମ ଶାମୁୟେଲ 12 : 2 (ORV)
ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି ମୁଁ ବୃଦ୍ଧ ଓ ପକ୍ଵକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25