ପ୍ରଥମ ଶାମୁୟେଲ 12 : 7 (ORV)
ଏହେତୁ ତୁମ୍ଭେମାନେ ଏକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25