ପ୍ରଥମ ଶାମୁୟେଲ 14 : 45 (ORV)
ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, ଇସ୍ରାଏଲ ମଧ୍ୟରେ ଯେ ଏହି ମହାଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ କାରଣ ସେ ଆଜି ପରମେଶ୍ଵରଙ୍କ ସହିତ କର୍ମ କରିଅଛିନ୍ତଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁ ହେଲା ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52