ପ୍ରଥମ ଶାମୁୟେଲ 16 : 1 (ORV)
ଅନନ୍ତର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା; କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23