ପ୍ରଥମ ଶାମୁୟେଲ 17 : 45 (ORV)
ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, ତୁମ୍ଭେ ଖଡ଼୍‍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ଵର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58