ପ୍ରଥମ ଶାମୁୟେଲ 2 : 1 (ORV)
ପୁଣି ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଫିଟିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36