ପ୍ରଥମ ଶାମୁୟେଲ 22 : 1 (ORV)
ଏହେତୁ ଦାଉଦ ସେଠାରୁ ପ୍ରସ୍ଥାନ କରି ଅଦୁଲ୍ଲମ ଗୁମ୍ପାକୁ ପଳାଇଲେ, ପୁଣି ତାଙ୍କର ଭ୍ରାତୃଗଣ ଓ ତାଙ୍କର ପିତୃଗୃହସ୍ଥ ସମସ୍ତେ ତାହା ଶୁଣନ୍ତେ, ସେମାନେ ସେଠାକୁ ତାଙ୍କ କତିକି ଗଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23