ପ୍ରଥମ ଶାମୁୟେଲ 26 : 15 (ORV)
ଏଥିରେ ଦାଉଦ ଅବ୍ନରକୁ କହିଲେ, ତୁମ୍ଭେ କି ଜଣେ ପୁରୁଷ ନୁହଁ? ଇସ୍ରାଏଲ ମଧ୍ୟରେ ତୁମ୍ଭ ପରି କିଏ ଅଛି? ତେବେ ତୁମ୍ଭେ କିହେତୁ ଆପଣା ପ୍ରଭୁ ରାଜାଙ୍କୁ ଜଗି ରହିଲ ନାହିଁ? କାରଣ ତୁମ୍ଭ ପ୍ରଭୁ ରାଜାଙ୍କୁ ବିନାଶ କରିବା ପାଇଁ ଲୋକମାନଙ୍କ ମଧ୍ୟରୁ ଜଣେ ଆସିଥିଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25