ପ୍ରଥମ ଶାମୁୟେଲ 26 : 1 (ORV)
ଅନନ୍ତର ସୀଫୀୟମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, ଦାଉଦ କʼଣ ମରୁଭୂମି ସମ୍ମୁଖସ୍ଥ ହଖୀଲା ପର୍ବତରେ ଆପଣାକୁ ଲୁଚାଇ ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25