ପ୍ରଥମ ଶାମୁୟେଲ 29 : 1 (ORV)
ସେହି ସମୟରେ ପଲେଷ୍ଟୀୟମାନେ ଆପଣାମାନଙ୍କ ସୈନ୍ୟସାମ; ସକଳ ଅଫେକରେ ଏକତ୍ର କଲେ ଓ ଇସ୍ରାଏଲୀୟମାନେ ଯିଷ୍ରିୟେଲସ୍ଥ ନିର୍ଝର ନିକଟରେ ଛାଉଣି ସ୍ଥାପନ କଲେ ।

1 2 3 4 5 6 7 8 9 10 11