ପ୍ରଥମ ଶାମୁୟେଲ 30 : 15 (ORV)
ତହିଁରେ ଦାଉଦ ତାହାକୁ କହିଲେ, ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ? ତହୁଁ ସେ କହିଲା, ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ଵରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31