ପ୍ରଥମ ଶାମୁୟେଲ 6 : 21 (ORV)
ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକ-ମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21