ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1 : 1 (ORV)
ପାଉଲ, ସିଲ୍ଵାନ ଓ ତୀମଥି, ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ତଳୀ ନିକଟକୁ ପତ୍ର ଲେଖୁଅଛନ୍ତି; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।

1 2 3 4 5 6 7 8 9 10