ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4 : 1 (ORV)
ଅତଏବ, ହେ ଭାଇମାନେ, ଅବଶେଷରେ କିପ୍ରକାରେ ଆଚରଣ କରି ଈଶ୍ଵରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ଵନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପ୍ରକାର ଶିକ୍ଷା ପ୍ରାପ୍ତ ହେଲ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ ।

1 2 3 4 5 6 7 8 9 10 11 12 13 14 15 16 17 18