ଦିତୀୟ ବଂଶାବଳୀ 1 : 13 (ORV)
ତହୁଁ ଶଲୋମନ ଗିବୀୟୋନସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ଵୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ ।

1 2 3 4 5 6 7 8 9 10 11 12 13 14 15 16 17