ଦିତୀୟ ବଂଶାବଳୀ 1 : 6 (ORV)
ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ଵୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକି ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ ।

1 2 3 4 5 6 7 8 9 10 11 12 13 14 15 16 17