ଦିତୀୟ ବଂଶାବଳୀ 11 : 17 (ORV)
ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମ୍ଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23