ଦିତୀୟ ବଂଶାବଳୀ 11 : 1 (ORV)
ଏଉତ୍ତାରେ ରିହବୀୟାମ୍ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମ୍ଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଚ୍ଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23