ଦିତୀୟ ବଂଶାବଳୀ 2 : 17 (ORV)
ଅନନ୍ତର ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ ।

1 2 3 4 5 6 7 8 9 10 11 12 13 14 15 16 17 18