ଦିତୀୟ ବଂଶାବଳୀ 22 : 1 (ORV)
ଅନନ୍ତର ଯିରୂଶାଲମ ନିବାସୀମାନେ ତାଙ୍କର କନିଷ୍ଠ ପୁତ୍ର ଅହସୀୟଙ୍କୁ ତାଙ୍କ ପଦରେ ରାଜା କଲେ; କାରଣ ଆରବୀୟମାନଙ୍କ ସହିତ ଯେଉଁ ଲୋକଦଳ ଛାଉଣିକି ଆସିଥିଲେ, ସେମାନେ ଜ୍ୟେଷ୍ଠ ସମସ୍ତଙ୍କୁ ବଧ କରିଥିଲେ । ଏହେତୁ ଯିହୁଦାର ରାଜା ଯିହୋରାମ୍ଙ୍କର ପୁତ୍ର ଅହସୀୟ ରାଜ୍ୟ କଲେ ।

1 2 3 4 5 6 7 8 9 10 11 12